Indus Valley Times

ଅଗଷ୍ଟ ୩୧ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା, ଘୋଷଣା ହେବ ନୂଆ ତାରିଖ

 Breaking News

ଅଗଷ୍ଟ ୩୧ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା, ଘୋଷଣା ହେବ ନୂଆ ତାରିଖ

ଅଗଷ୍ଟ ୩୧ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା, ଘୋଷଣା ହେବ ନୂଆ ତାରିଖ
August 21
20:02 2025

ଭୁବନେଶ୍ୱର,୨୧/୮: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର‌୍ୟ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ବୋର୍ଡ ପକ୍ଷରୁ ଗତ ଅଗଷ୍ଟ ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବାର ଥିଲା। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍‌-୧ ପରୀକ୍ଷା ଏବଂ ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍‌-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଥିଲା। ପ୍ରଶ୍ନପତ୍ର ଲିକ ଯୋଗୁ ପୂର୍ବ ପରୀକ୍ଷା ବୋର୍ଡ ପକ୍ଷରୁ ବାତିଲ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031