Indus Valley Times

ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ, ଚାଲିବ ଯୌତୁକ ନିର୍ଯ୍ୟାତନା ମାମଲା

 Breaking News

ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ, ଚାଲିବ ଯୌତୁକ ନିର୍ଯ୍ୟାତନା ମାମଲା

ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ, ଚାଲିବ ଯୌତୁକ ନିର୍ଯ୍ୟାତନା ମାମଲା
January 30
13:47 2026

କଟକ, ୩୦/୧: ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢ଼ିଲା ଅଡ଼ୁଆ। ଅନୁଭବଙ୍କ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ତାଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯଶାତନା ମାମଲା। ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ ହାଇକୋର୍ଟ କାଏମ ରଖିଛନ୍ତି।
ଅନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ବର୍ଷା ଏତଲା ଦେଇଥିଲେ। ଅନୁଭବ ଓ ସହଯୋଗୀ ଖଗେଶ୍ୱରଙ୍କ ହେବ ବିଚାର। ପୁରୀଘାଟ ଥାନାରେ ନିର‌୍ୟାତନା ମାମଲା ହୋଇଥିଲା।
ବର୍ଷା ଅନୁଭବଙ୍କ ଘରେ ଥିବା ବେଳେ ମାନସିକ ନିର‌୍ୟାତନା ପାଉଥିବା ନେଇ ଅଭିଯୋଗ କରିଥିଲେ। ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟ ଯାଇଥିଲେ। ତେବେ ଆବେଦନ ଖାରଜ ପରେ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ସାମ୍ନା କରିବେ ଅନୁଭବ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031