Indus Valley Times

ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ହେଲେ ଓପିଏସସି ଚେୟାରମ୍ୟାନ୍

 Breaking News

ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ହେଲେ ଓପିଏସସି ଚେୟାରମ୍ୟାନ୍

September 27
20:46 2024

ଭୁବନେଶ୍ୱର,୨୭/୯ : ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ପର‌୍ୟ୍ୟନ୍ତ ଏହି ପଦରେ ଅବସ୍ଥାପିତ ରହିବେ।
ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ବର୍ତ୍ତମାନ ବିଜୁ ପଟ୍ଟନାୟକ ପୋଲିସ୍ ଏକାଡେମୀ ନିର୍ଦ୍ଦେଶକ ଭାବେ କାର‌୍ୟ୍ୟରତ ଅଛନ୍ତି। ଏହାପୂର୍ବରୁ ପୁଲିସ ଡିଜି ଦାୟିତ୍ୱରେ ଥିଲେ ଅରୁଣ ଷଡ଼ଙ୍ଗୀ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930