Indus Valley Times

ଆଜି ହେଉଛି ସାବିତ୍ରୀ ବ୍ରତ: ସକାଳୁ ସକାଳୁ ମନ୍ଦିରରେ ଭିଡ଼

 Breaking News

ଆଜି ହେଉଛି ସାବିତ୍ରୀ ବ୍ରତ: ସକାଳୁ ସକାଳୁ ମନ୍ଦିରରେ ଭିଡ଼

ଆଜି ହେଉଛି ସାବିତ୍ରୀ ବ୍ରତ: ସକାଳୁ ସକାଳୁ ମନ୍ଦିରରେ ଭିଡ଼
May 26
08:26 2025

ଭୁବନେଶ୍ୱର,୨୬/୫: ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।
ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ ନିକଟରୁ ଫେରାଇ ଆଣିବା ପାଇଁ ଏହି ବ୍ରତ ପାଳନ କରିଥିଲେ। ସେହିଦିନଠାରୁ ଓଡ଼ିଶାର ପୁରପଲ୍ଲୀରେ ମହିଳାମାନେ ଏହି ବ୍ରତ ପାଳନ କରିଆସୁଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031