Indus Valley Times

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଓଡ଼ିଶାରେ ବାହାରେ ଥିବା ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ସହାୟତା

 Breaking News

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଓଡ଼ିଶାରେ ବାହାରେ ଥିବା ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ସହାୟତା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଓଡ଼ିଶାରେ ବାହାରେ ଥିବା ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ସହାୟତା
January 21
14:36 2025

ଭୁବନେଶ୍ୱର,୨୧/୧: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି।
ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ କରନ୍ତୁ, ଟଙ୍କା ଦେବୁ। ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କୁ ମିଳିବ ଟଙ୍କା।
ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ ୨ ଲକ୍ଷରୁ ଅଧିକ ମହିଳା ନିଜର ଋ-କଣଉ ଅପଡେଟ୍ କରିନାହାନ୍ତି।
ଅଜାଣତରେ ଅପ୍ଟ ଆଉଟ ହୋଇଥିବା ୩୧ ହଜାର ମହିଳାଙ୍କ ମଧ୍ୟରୁ ୧୭ ହଜାର ଅପ୍ଟ ଇନ କରିଛନ୍ତି।
ତେଣୁ ସରକାର ମାସ ଶେଷ ଆଡ଼କୁ ୪ର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ପ୍ରସ୍ତୁତ ହେଉଥିବାରୁ ଯଥାଶୀଘ୍ର KYCଅପଡେଟ୍ କରିବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ହିତାଧିକାରୀଙ୍କୁ ଅପିଲ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031