Indus Valley Times

ଏପଟେ ସେଚ୍ଛାସେବୀ ସେପଟେ ଠକେଇ, ଚାକିରୀ ନାଁରେ ୨୨ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଗିରଫ

 Breaking News

ଏପଟେ ସେଚ୍ଛାସେବୀ ସେପଟେ ଠକେଇ, ଚାକିରୀ ନାଁରେ ୨୨ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଗିରଫ

February 14
15:35 2026

ଭୁବନେଶ୍ୱର,୧୪/୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ ଦେଖାଉଥିଲେ। ଏପରିକି ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏନେଇ ଅଭିଯୋଗ ହେବା ପରେ ଖଣ୍ଡଗିରି ଥାନା ପୋଲିସର ଏକ ଟିମ୍ କେନ୍ଦୁଝର ଯାଇ ସେଠାରୁ ତାଙ୍କ ଗିରଫ କରିଥିବା ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031