Indus Valley Times

ଏ ବର୍ଷ ରାଜ୍ୟରେ ଲାଗିବ ୫ କୋଟି ଗଛ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

 Breaking News

ଏ ବର୍ଷ ରାଜ୍ୟରେ ଲାଗିବ ୫ କୋଟି ଗଛ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଏ ବର୍ଷ ରାଜ୍ୟରେ ଲାଗିବ ୫ କୋଟି ଗଛ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
July 05
17:08 2024

ଭୁବନେଶ୍ୱର,୫/୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍ ପେଡ୍ ମାଆ କେ ନାମ୍’ କାର‌୍ୟ୍ୟକ୍ରମରେ ୧ ଲକ୍ଷ ୪୫ ହଜାର ଗଛ ଲାଗିଛି। ଓଡ଼ିଶା ଦେଶରେ ୧ ନଂ ହୋଇଥିବା ବେଳେ ୪୮ ହଜାର ଗଛ ଲଗାଇ କେରଳ ଦ୍ୱିତୀୟ ସ୍ଥାନରେ ରହିଛି।
ରାଜ୍ୟରେ ୫ କୋଟି ଗଛ ଲାଗିବାକୁ ଥିବା ବେଳେ ସରକାର ୨.୨୦ କୋଟି ଗଛ ଲଗାଇବେ। ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସଂଗଠନ ଜରିଆରେ ୨.୮୦ କୋଟି ଗଛ ଲଗାଯିବ। ଏଥିସହିତ ଜାପାନରେ ଦେଖାଯାଉଥିବା ଚେରି ବ୍ଲଜମ ଟ୍ରି ଦାରିଙ୍ଗବାଡ଼ିରେ ବି ଲଗାଯିବ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031