Indus Valley Times

କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ପୁଣି ଅସୁସ୍ଥ, ଦିଲ୍ଲୀ ଏମ୍‌ସରେ ଭର୍ତ୍ତି

 Breaking News

କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ପୁଣି ଅସୁସ୍ଥ, ଦିଲ୍ଲୀ ଏମ୍‌ସରେ ଭର୍ତ୍ତି

August 20
11:37 2024

ଭୁବନେଶ୍ବର, ୨୦/୮: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି।
ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି କରାଯାଇଛି। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930