Indus Valley Times

ଖୁସି ଖବର; ରାସନକାର୍ଡ ହିତାଧିକାରୀ ପାଇବେ ଚାଉଳ ସହ ଗହମ

 Breaking News

ଖୁସି ଖବର; ରାସନକାର୍ଡ ହିତାଧିକାରୀ ପାଇବେ ଚାଉଳ ସହ ଗହମ

August 17
19:54 2024

ଭୁବନେଶ଼୍ବର, ୧୭/୮: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର । ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ମନ୍ତ୍ରୀ ଦାବି କରିଛନ୍ତି। ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି କରାଯାଇଛି ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ବିଜେଡି ସରକରା ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ ବୋଲି ସେ ପ୍ରତିକ୍ରିୟାରେ କହିବା ସହ ପୁଣିଥରେ ପୂର୍ବଭଳି ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930