Indus Valley Times

ପଡ଼ୋଶୀ ପାଲଟିଗଲା ପିଶାଚ, ୪ ବର୍ଷୀୟା ନାବାଳିକା ସହ ଦୁଷ୍କର୍ମ କଲା

 Breaking News

ପଡ଼ୋଶୀ ପାଲଟିଗଲା ପିଶାଚ, ୪ ବର୍ଷୀୟା ନାବାଳିକା ସହ ଦୁଷ୍କର୍ମ କଲା

August 29
11:29 2024

ଭୁବନେଶ୍ୱର,୨୯/୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି।
ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନାବାଳିକାକୁ ଡାକ୍ତରୀ ମଇନା ପାଇଁ ପଠାଇବା ସହ ଅଭିଯୁକ୍ତକୁ ଥାନାରେ ଅଟକ ରଖିଥିବା ଡିସିପି ପ୍ରତୀକ ସିଂଙ୍କ ସୂଚନା ଦେଇଛନ୍ତି।
ପଶ୍ଚିମବଙ୍ଗରେ ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଓଡ଼ିଶାର ରାଜଧାନୀରେ ଭୁବନେଶ୍ୱରରେ ଚାରି ବର୍ଷର ଶିଶୁଙ୍କୁ ଯୌନ ନିର‌୍ୟାତନା ଅତ୍ୟନ୍ତ ଉଦ୍ବେଗଜନକ ଘଟଣା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031