ପାଣି ଭର୍ତ୍ତି ଖାଲରେ ପଡ଼ିଗଲା କାର୍; ଦମ୍ପତିଙ୍କ ମୃତ୍ୟୁ
September 02
10:15
2026
ପାରାଦୀପ, ୨/୯ : ପାରାଦୀପ ଗଡ଼ ବଜାର ନିକଟରେ ପାଣିଖାଲକୁ ଖସିଲା କାର। କାରରେ ଥିବା ଦମ୍ପତି ମୃତ। ମୃତକ ହେଲେ ବିଭୂତି ଭୂଷଣ ଦାସ ଓ ପତ୍ନୀ ପ୍ରତିମା ଦାସ। ପାରାଦ୍ଵୀପ ବନ୍ଦର ମେରାଇନ ବିଭାଗରେ ଚାକିରି କରିଥିଲେ ବିଭୂତି। ଡିଭାଇଡରରେ ପିଟି ହୋଇ ଖାଲକୁ ଖସିଥିବା ସୂଚନା।






