Indus Valley Times

ପୂର୍ବତନ ଡିଜିପି ଅଭୟଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ୍ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

 Breaking News

ପୂର୍ବତନ ଡିଜିପି ଅଭୟଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ୍ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

ପୂର୍ବତନ ଡିଜିପି ଅଭୟଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ୍ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର
April 13
18:59 2022

ଭୁବନେଶ୍ୱର,୧୩/୪: ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ନିଯୁକ୍ତି ଦେଲେ ରାଜ୍ୟ ସରକାର। ତାଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ୬୨ ବର୍ଷ ବୟସ ହେଲା ପର୍ଯ୍ୟନ୍ତ ସେ କାର୍ଯ୍ୟ କରିବେ।
୨୦୨୧ ଡିସେମ୍ୱର ୩୧ ତାରିଖରେ ଡିଜିପି ଅଭୟ ଚାକିରିରୁ ଅବସର ନେଇଥିଲେ। ଅବସର ପରେ ତାଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ତାଙ୍କୁ ନାର୍କୋଟିକ୍ସ ଡ୍ରଗ୍ସ ସମ୍ପର୍କିତ ରାଜ୍ୟ ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ ମିଳିଥିଲା। ମୁଖ୍ୟ ସଚିବ ପାହ୍ୟାର ପଦବୀରେ ସେ ଏହି ନିଯୁକ୍ତି ପାଇଥିଲେ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30