Indus Valley Times

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେ଼ଇ

 Breaking News

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେ଼ଇ

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେ଼ଇ
August 29
21:25 2025

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର, ୨୯/୮ : ଯାଜପୁର ଜିଲ୍ଲା ଦାନଗଦି ବ୍ଲକର ପୂର୍ବତନ ଅଧକ୍ଷ କୃଷ୍ଣ ଚନ୍ଦ୍ର ସାମଲ ଅସୁସ୍ଥ ଥିବା ଖବର ପାଇ ତାଙ୍କ ତେଲିବାହାଳୀ ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ।
ଉଭୟ ଦୀର୍ଘ ସମୟ ଧରି ବିଭିନ୍ନ ବିଷୟରେ ଆଲୋଚନା କରି ପୁରୁଣା ଦିନର ସ୍ମୃତି ରୋମନ୍ଥନ କରିଥିଲେ । ଏହା ସହିତ ତାଙ୍କ ସୁସ୍ଥତା କାମନା କରିଛନ୍ତି ଡ଼ଃ ଘଡାଇ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930