Indus Valley Times

ପ୍ତପୁରୀ ଅମାବାସ୍ୟା ଅବସରରେ ମାଁ ଭୈରବୀଙ୍କ ପୀଠରେ ସ୍ୱତନ୍ତ୍ର ପୂଜା ଅନୁଷ୍ଠିତ

 Breaking News

ପ୍ତପୁରୀ ଅମାବାସ୍ୟା ଅବସରରେ ମାଁ ଭୈରବୀଙ୍କ ପୀଠରେ ସ୍ୱତନ୍ତ୍ର ପୂଜା ଅନୁଷ୍ଠିତ

August 27
22:51 2022

ବୌଦ୍ଧ,୨୭/୮: ବୌଦ୍ଧର ଇଷ୍ଟଦେବୀ ମାଁ ଭୈରବୀଙ୍କ ପୀଠରେ ଆଜି ସପ୍ତପୁରୀ ଅମାବାସ୍ୟା ଅବସରରେ ସ୍ୱତନ୍ତ୍ର ପୂଜା ଅନୁଷ୍ଠିତ ହୋଇଅଛି । ପାରମ୍ପରିକ ରିତିନିତି ସହ ସକାଳର ନିତିକାନ୍ତି ସରିବା ପରେ ମାଁ ଭୈରବୀଙ୍କ ବେଶ କରାଯାଇଥିଲା ।
ମାଁ ଭୈରବୀଙ୍କ ଠାରେ ପୀଠା ଭୋଗ ସହ ନୂତନ ଶସ୍ୟ ଲାଗି କରାଯାଇଥିଲା । ମାଟି ନିର୍ମିତ ବାଣ୍ଠୁ କୁ ପୂଜା କରାଯିବା ପରେ ନୂତନ ଚାଙ୍ଗୁଡିରେ ମାଟିପାତ୍ରରେ ନୂତନ ଶସ୍ୟ ଲାଗି କରାଯାଇଥିଲା ।
ମୁଖ୍ୟ ସେବାୟତ ଗୌରି ଶଙ୍କର ବଡମାଳି, ପାଳିଆ ସେବାୟତ ସାନନ୍ଦ ବଡମାଳି ଙ୍କ ସମତେ ଅନ୍ୟମାନେ ସମସ୍ତ ପୂଜା କାର୍ଯ୍ୟ ପରିଚାଳନା କରିଥିଲେ । ଶତାଧିକ ଭକ୍ତ ମାଁ ଭୈରବୀଙ୍କ ଦର୍ଶନ କରି ପୂଜା କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031