Indus Valley Times

ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା

 Breaking News

ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା

ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା
January 03
15:20 2025

ଭୁବନେଶ୍ୱର,୩/୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ।
୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ମିଳିବ। ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930