Indus Valley Times

ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଚାର୍ଜଫ୍ରେମ୍

 Breaking News

ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଚାର୍ଜଫ୍ରେମ୍

ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଚାର୍ଜଫ୍ରେମ୍
January 31
19:12 2024

ଭୁବନେଶ୍ଵର,୩୧/୧: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଭୁବନେଶ୍ଵର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ଵିତୀୟ ଥର ଚାର୍ଜ ଫ୍ରେମ୍ କରିଛନ୍ତି।
ପୂର୍ବରୁ ଭିଜିଲାନ୍ସ କୋର୍ଟରେ ଉଭୟଙ୍କ ନାଁ ୩୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିଲା।
ଚାର୍ଜସିଟ୍ ରେ ଉଭୟଙ୍କ ନାଁରେ ୯ କୋଟି ଲକ୍ଷ ୧୩ ହଜାର ୭ ଟଙ୍କାର ଆୟବର୍ହିଭୂତ ସମ୍ପତି ଠାବ କରିଥିବା ଭିଜିଲାନ୍ସ ଦର୍ଶାଇଥିଲା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031