Indus Valley Times

ବିଶ୍ୱବିଦ୍ୟାଳୟରେ ପୁଣି ଅଘଟଣ, ଛାତ୍ରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କଲେ କିଛି ଯୁବକ

 Breaking News

ବିଶ୍ୱବିଦ୍ୟାଳୟରେ ପୁଣି ଅଘଟଣ, ଛାତ୍ରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କଲେ କିଛି ଯୁବକ

ବିଶ୍ୱବିଦ୍ୟାଳୟରେ ପୁଣି ଅଘଟଣ, ଛାତ୍ରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କଲେ କିଛି ଯୁବକ
February 20
10:29 2025

ସମ୍ବଲପୁର,୨୦/୨: ସମ୍ବଲପୁରରୁ ଆସୁଛି ବଡ଼ ଖବର। Burla Medical College ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବିଶ୍ୱବିଦ୍ୟାଳୟ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ।
ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ବୁର୍ଲା Vimsarରେ ଭର୍ତ୍ତି କରାଯାଇଛି। ଛାତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ଉଦ୍ଧାର ଛାତ୍ରୀ ବୁର୍ଲାର ଲାଇବ୍ରେରୀ ସାଇନ୍ସ ବିଭାଗର ଅଟନ୍ତି। ୧୦ରୁ ୧୨ ଜଣ ଦୁର୍ବୃତ୍ତ ଛାତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ। ଘଟଣାରେ ସମ୍ବଲପୁର ପୋଲିସ ତନାଘନା ଆରମ୍ଭ କରିଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31