Indus Valley Times

ଭାରତ ସରକାରଙ୍କ “ସେବା ପର୍ବ ୨୦୨୫” ଅଧୀନରେ କ୍ରୀଡ଼ା ଏଵଂ ଯୁବ କଲ୍ୟାଣ ବିଭାଗ ନୟାଗଡ଼ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ମାରାଥନ୍ ର ଆୟୋଜନ ଅନୁଷ୍ଠିତ

 Breaking News

ଭାରତ ସରକାରଙ୍କ “ସେବା ପର୍ବ ୨୦୨୫” ଅଧୀନରେ କ୍ରୀଡ଼ା ଏଵଂ ଯୁବ କଲ୍ୟାଣ ବିଭାଗ ନୟାଗଡ଼ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ମାରାଥନ୍ ର ଆୟୋଜନ ଅନୁଷ୍ଠିତ

September 21
20:50 2025

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼, ୨୧/୯ : ଭାରତ ସରକାରଙ୍କ “ସେବା ପର୍ବ ୨୦୨୫” ଅଧୀନରେ କ୍ରୀଡ଼ା ଏଵଂ ଯୁବ କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ୨୧ ସେପ୍ଟେମ୍ବର ୨୦୨୫ ତାରିଖରେ ଜିଲ୍ଲା ପ୍ରଶାସନ, ନୟାଗଡ଼ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ମାରାଥନ୍ ର ଆୟୋଜନ କରାଯାଇଥିଲା।
ଏ ଅବସରରେ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ, ମାନ୍ୟବର ସାଂସଦ, କନ୍ଧମାଳ, ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ବାଇଁ, ମାନ୍ୟବର ବିଧାୟକ, ଖଣ୍ଡପଡ଼ା ଏବଂ ଈଂ ଦେବାଶିଷ ପଟ୍ଟନାୟକ, ଅଧ୍ୟକ୍ଷ, ଜିଲ୍ଲା ପରିଷଦ, ନୟାଗଡ଼ ଅତିରିକ୍ତ ଜିଲ୍ଳାପାଳ ଶ୍ରୀମତୀ ରୋଜିନା ଦାସ, ଏସ୍ ଡି ପି ଓ, ସ୍ମୃତି ରଞ୍ଜନ ସାମନ୍ତରାୟ, ଆଇ ଆଇ ସି
ରଶ୍ମିରଞ୍ଜନ ପ୍ରଧାନ, ସୁଜାତା ସାହୁ ଜିଲ୍ଲା କ୍ରୀଡା ଅଧିକାରୀ ଓ ଅନ୍ୟ ସମସ୍ତ ଅଫିସର ସହିତ ୫୦୦ରୁ ଉର୍ଦ୍ଧ୍ବ ବିଭିନ୍ନ ବର୍ଗର ଜନ ସାଧାରଣ ଯୋଗ ଦେଇ ଥିଲେ।
ମାରାଥନ୍ ସକାଳ ୭.୦୦ ଘଟିକା ରୁ ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରୁ ଆରମ୍ଭ ହୋଇ ନୟାଗଡ଼ ଷ୍ଟାଡିୟମ୍ ଠାରେ ସମାପ୍ତ ହେଇଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031