Indus Valley Times

ମାଧୁରୀ ଦିକ୍ଷିତ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର୍, ବିଶ୍ୱରେ କରିବେ ପ୍ରଚାର

 Breaking News

ମାଧୁରୀ ଦିକ୍ଷିତ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର୍, ବିଶ୍ୱରେ କରିବେ ପ୍ରଚାର

August 07
17:54 2025

ଭୁବନେଶ୍ୱର,୭/୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ବଲିଉଡ୍‌ର ଧକ୍‌ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ। ଗୁରୁବାର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇ ‘EKTA’ରଶୁଭାରମ୍ଭ କରିଛନ୍ତି।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି। ମାଧୁରୀ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ରହିଛନ୍ତି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ। ବାହାର ରାଜ୍ୟର ବୁଣାକାରମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ବୁଣାକାର ମେଳାରେ ସେମାନଙ୍କ ଷ୍ଟଲ୍ ଖୋଲିଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930