Indus Valley Times

ମାଲକାନଗିରି ବିଏସଏଫ ଯବାନଙ୍କ ଦ୍ୱାରା ଲ୍ୟାଣ୍ଡ ମାଇନ ଉଦ୍ଧାର

 Breaking News

ମାଲକାନଗିରି ବିଏସଏଫ ଯବାନଙ୍କ ଦ୍ୱାରା ଲ୍ୟାଣ୍ଡ ମାଇନ ଉଦ୍ଧାର

September 20
18:03 2024

ମାଲକାନଗିରି, ୨୦/୯ : ବିଏସଏଫ୍ ଯବାନଙ୍କୁ ମିଳିଛି ସଫଳତା। ଫୁଟିବା ପୂର୍ବରୁ ଗଛ ମୂଳରେ ଖଞ୍ଜା ଯାଇଥିବା ଟିଫିନ ବୋମାକୁ ନିଷ୍କ୍ରିୟ କରିଛନ୍ତି ବିଏସଏଫ ଯବାନ। ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲାରେ।
ଜିଲ୍ଲାର ଭେଜେଙ୍ଗୱାଡା ଜଙ୍ଗଲରେ ନକ୍ସଲମାନେ ଗଛ ମୂଳରେ ଟିଫିନ ବୋମା ଖଞ୍ଜିଥିଲେ। ଗତକାଲି ବିଏସଏଫ୍ ଯବାନମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଥିଲେ। ଏହି ସମୟରେ ଟିଫିନ ବୋମା ସହ ଡିଟୋନେଟର ଓ ବିଦ୍ୟୁତ୍ ତାର ଉଦ୍ଧାର କରିଥିଲେ। ପରେ ସୁରକ୍ଷାକର୍ମୀନେ ତାକୁ ନିଷ୍କ୍ରିୟ କରିଦେଇଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31