Indus Valley Times

ମୁଖ୍ୟମନ୍ତ୍ରୀ ବସ୍ ସେବାରେ ସ୍କୁଲ ପିଲାଙ୍କ ପାଇଁ ମାଗଣା ସେବା, ଡ୍ରପଆଉଟ୍ ସଂଖ୍ୟା ରୋକିବାକୁ ପଦକ୍ଷେପ

 Breaking News

ମୁଖ୍ୟମନ୍ତ୍ରୀ ବସ୍ ସେବାରେ ସ୍କୁଲ ପିଲାଙ୍କ ପାଇଁ ମାଗଣା ସେବା, ଡ୍ରପଆଉଟ୍ ସଂଖ୍ୟା ରୋକିବାକୁ ପଦକ୍ଷେପ

December 26
18:40 2025

ଭୁବନେଶ୍ୱର,୨୬/୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପ୍ରଦାନ କରିଛନ୍ତି।
ଏ ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଡ୍ରପ ଆଉଟ ହ୍ରାସ କରିବାକୁ ଆରମ୍ଭ ହେବ ମାଗଣା ବସ୍ ସେବା। ଉଭୟ ଏସି ଓ ନନ ଏସି ବସ୍‌ରେ ଏହି ସେବା ଲାଗୁ ହେବ।
ବସ୍‌ରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରୀଛାତ୍ର। ବର୍ତ୍ତମାନ ଙଝଜଞଉ ବସ୍ ରୁଟ ଓ ଟାଇମିଂରେ ସଂଶୋଧନ କରିବ । ସଂଶୋଧିତ ରଟ୍‌ରେସର୍ବାଧିକ ସ୍କୁଲ ଥିବା ରାସ୍ତାକୁ ସାମିଲ କରାଯିବ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031