Indus Valley Times

ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ, ଦିନକରେ ୯୮୬ଜଣ ନୂଆ ସଂକ୍ରମିତ ଚିହ୍ନଟ

 Breaking News

ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ, ଦିନକରେ ୯୮୬ଜଣ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ, ଦିନକରେ ୯୮୬ଜଣ ନୂଆ ସଂକ୍ରମିତ ଚିହ୍ନଟ
November 12
12:10 2020

ଭୁବନେଶ୍ବର,୧୨/୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଛି । ଗୋଟେ ଦିନରେ ୯୮୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୯୮୬ରେ ପହଞ୍ଚିଛି । ସେମାନଙ୍କୁ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୫୭୨ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୪୧୪ ଜଣ।
ଅନୁଗୁଳ ଜିଲ୍ଲାରୁ ୬୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ବରରୁ ୪୩ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୨୬ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୮୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳୁ ୨୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୫ ଜଣ, ଜଗତ୍ସିଂହପୁରରୁ ୫୪ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୪୨ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୪୪ ଜଣ, କେନ୍ଦୁଝରରୁ ୪୯ ଜଣ, ଖୋର୍ଦ୍ଧାରୁ ୧୧୨ ଜଣ, କୋରାପୁଟରୁ ୧୪ ଜଣ, ମାଲକାନଗିରିରୁ ୬ ଜଣ, ମୟୂରଭଞ୍ଜରୁ ୫୭ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୂଆପଡ଼ାରୁ ୩୮ ଜଣ, ପୁରୀରୁ ୩୨ ଜଣ, ରାୟଗଡ଼ାରୁ ୧୬ ଜଣ, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୯୨ ହଜାର ୪୭୭ ଜଣ। ସକ୍ରିୟ ଅଛନ୍ତି ୧୧ ହଜାର ୯୭୩ ଜଣ ସଂକ୍ରମିତ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031