Indus Valley Times

ରାଜ୍ୟ ବିଜେପିକୁ ଜବାବ ଦେଇ ମୁଖ୍ୟମନ୍ତ୍ରୀ କହିଲେ- ମୁଁ ସୁସ୍ଥ ଅଛି, ମାସେ ହେବ ରାଜ୍ୟବ୍ୟାପୀ ପ୍ରଚାର କରୁଛି

 Breaking News

ରାଜ୍ୟ ବିଜେପିକୁ ଜବାବ ଦେଇ ମୁଖ୍ୟମନ୍ତ୍ରୀ କହିଲେ- ମୁଁ ସୁସ୍ଥ ଅଛି, ମାସେ ହେବ ରାଜ୍ୟବ୍ୟାପୀ ପ୍ରଚାର କରୁଛି

ରାଜ୍ୟ ବିଜେପିକୁ ଜବାବ ଦେଇ ମୁଖ୍ୟମନ୍ତ୍ରୀ କହିଲେ- ମୁଁ ସୁସ୍ଥ ଅଛି, ମାସେ ହେବ ରାଜ୍ୟବ୍ୟାପୀ ପ୍ରଚାର କରୁଛି
May 24
16:26 2024

ଭୁବନେଶ୍ୱର,୨୪/୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି।
ଅନ୍ୟପଟେ, ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଛି ରାଜ୍ୟ ଭାଜପା। କାର୍ତ୍ତିକ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରିବାକୁ ଭାଜପା ଅପିଲ କରିଛି। ଭାଜପା କହିଛି, ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ସଚିବ, ଡିଜିପି କଥା ହେଉଛନ୍ତି କି ନାହିଁ ସନ୍ଦେହ। ମୁଖ୍ୟମନ୍ତ୍ରୀଙ୍କ ଅବସ୍ଥା କଣ ଜାଣିବା ଅଧିକାର ରାଜ୍ୟବାସୀଙ୍କର ଅଛି। ଜଣେ ଜଜ ଓ କିଛି ମାନ୍ୟଗଣ୍ୟଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରନ୍ତୁ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031