Indus Valley Times

ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି, ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ଝରକା ପଟେ ଫିଙ୍ଗିଦେଲେ ବିଡ଼ାବିଡ଼ା ନୋଟ୍‌

 Breaking News

ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି, ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ଝରକା ପଟେ ଫିଙ୍ଗିଦେଲେ ବିଡ଼ାବିଡ଼ା ନୋଟ୍‌

ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି, ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ଝରକା ପଟେ ଫିଙ୍ଗିଦେଲେ ବିଡ଼ାବିଡ଼ା ନୋଟ୍‌
November 13
13:25 2025

ଭବାନୀପାଟଣା, ୧୩/୧୧ : ଭିଜିଲାନ୍ସ ଜାଲରେ କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓ । ବିଭାଗର ଜଣେ ଅବସରପ୍ରାପ୍ତ ଫିଟର ମିସ୍ତ୍ରୀ ତ୍ରିଲୋଚନ ଶବରଙ୍କ ଠାରୁ ପେନସନ୍ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବରିଷ୍ଠ କିରାଣୀ ଜଣକ ନିଜ ସରକାରୀ ବାସଭବନ ରେ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ। ବର୍ତ୍ତମାନ ଏହି ସଂକ୍ରାନ୍ତ ନେଇ ଆହୁରି ଛାନଭିନ ଆରମ୍ଭ କରିଛି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31