Indus Valley Times

ସବୁ ଅଙ୍ଗନଓ୍ବାଡି କେନ୍ଦ୍ରରେ ନିଜସ୍ୱ ଅଙ୍ଗନଓ୍ବାଡି ଗୃହ ହେବ, ୯୧୩ ନବନିର୍ମିତ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

 Breaking News

ସବୁ ଅଙ୍ଗନଓ୍ବାଡି କେନ୍ଦ୍ରରେ ନିଜସ୍ୱ ଅଙ୍ଗନଓ୍ବାଡି ଗୃହ ହେବ, ୯୧୩ ନବନିର୍ମିତ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

September 16
16:30 2025

ଭୁବନେଶ୍ବର, ୧୬/୯ : ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର ୨୨ଟି, କେନ୍ଦ୍ରାପଡ଼ାର ୧୭ଟି, କେନ୍ଦୁଝରର ୧୮ଟି, ଖୋର୍ଦ୍ଧାର ୬୧ଟି, କୋରାପୁଟର ୩୪ଟି, ମାଲକାନଗିରିର ୮ଟି, ମୟୂରଭଞ୍ଜର ୭ଟି, ନବରଙ୍ଗପୁରର ୨୬ଟି, ନୟାଗଡ଼ର ୫୬ଟି, ନୂଆପଡ଼ାର ୧୦ଟି, ପୁରୀର ୬୮ଟି, ରାୟଗଡ଼ାର ୧୮ଟି, ସମ୍ବଲପୁରର ୧୨ଟି, ସୁବର୍ଣ୍ଣପୁରର ୧୬ଟି ଓ ସୁନ୍ଦରଗଡ଼ର ୧୭ଟି ନୂଆ ଅଙ୍ଗନୱାଡି କେନ୍ଦ୍ରର ଶୁଭ ଉଦଘାଟନ ହୋଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031