Indus Valley Times

ସୈତାନ ବାପାକୁ ଆଜୀବନ କାରାଦଣ୍ଡ, ୧୨ ବର୍ଷ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଦଣ୍ଡାଦେଶ

 Breaking News

ସୈତାନ ବାପାକୁ ଆଜୀବନ କାରାଦଣ୍ଡ, ୧୨ ବର୍ଷ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଦଣ୍ଡାଦେଶ

ସୈତାନ ବାପାକୁ ଆଜୀବନ କାରାଦଣ୍ଡ, ୧୨ ବର୍ଷ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଦଣ୍ଡାଦେଶ
May 19
14:00 2025

ବରଗଡ଼,୧୯/୫: ବରଗଡ଼ ଜିଲାରେ ୨୦୨୦ରେ ସଂଘଟିତ ଏକ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅତିରିକ୍ତ ଜିଲା ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ଅଭିଯୁକ୍ତ ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି । ଏହା ସହିତ ପୀଡ଼ିତା ୧୦ ଲକ୍ଷ କ୍ଷତିପୂରଣ ଦେବା ଦିଗରେ ପଦକ୍ଷେପ ନେବାକୁ ଡିଏଲ୍‌ଏସ୍‌ଏଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ପ୍ରକାଶ ଥାଉକି, ଗତ ୨୦୨୦ ଫେବୃଆରୀ ୨୨ରେ ଏହି ଘଟଣାକୁ ନେଇ ବରଗଡ଼ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ୧୮ ଜଣଙ୍କ ସାକ୍ଷ୍ୟ ଗ୍ରହଣ ପରେ ରାୟ ପ୍ରକାଶ ପାଇଥିଲା। ପୀଡ଼ିତାଙ୍କ ପକ୍ଷରୁ ଆଡଭୋକେଟ୍ ଦ୍ୟୁତିଶ ଆଚାର‌୍ୟ୍ୟ ମାମଲା ପରିଚାଳନା କରୁଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031