Indus Valley Times

ଅଫଲାଇନରେ ହେବ ମାଟ୍ରିକ୍ ଓ +୨ ପରୀକ୍ଷା

 Breaking News

ଅଫଲାଇନରେ ହେବ ମାଟ୍ରିକ୍ ଓ +୨ ପରୀକ୍ଷା

December 03
15:50 2020

ଭୁବନେଶ୍ୱର,୩/୧୨ : ଅଫଲାଇନ୍ରେ ହେବ ମାଟ୍ରିକ୍ ଓ +୨ ପରୀକ୍ଷା । ରାଜ୍ୟରେ ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍ରେ ହିଁ ହେବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।
ଅଫଲାଇନ୍ରେ ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି। ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍ରେ ପରୀକ୍ଷା ହେବ । ଏହାକୁ ନେଇ କିନ୍ତୁ ଛାତ୍ରଛାତ୍ରୀ ବିବ୍ରତ ହେବା ଉଚିତ ନୁହେଁ। କାରଣ ପରୀକ୍ଷା ନିହାତି ବିଳମ୍ବରେ ହେବ। ଆଉ ତା ପୂର୍ବରୁ ଶିକ୍ଷାଦାନ ଦିଆଯିବ ।
ନବମରୁ ଦ୍ୱାଦଶ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସ୍କୁଲ୍ ଖୋଲିବା ନେଇ ସବୁ ପକ୍ଷଙ୍କ ସହ ବିଚାରବିମର୍ଶ ଚାଲିଛି । ଖୁବଶୀଘ୍ର ନିଷ୍ପତ୍ତି ଜଣାଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

  • ଓଡ଼ିଶା ରିପୋର୍ଟର
Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031