Indus Valley Times

ଆଜିଠୁ ୧୦ ଦିନ ପର୍ଯ୍ୟଟକ ପାଇଁ ବନ୍ଦ ରହିବ ଭିତରକନିକା

 Breaking News

ଆଜିଠୁ ୧୦ ଦିନ ପର୍ଯ୍ୟଟକ ପାଇଁ ବନ୍ଦ ରହିବ ଭିତରକନିକା

January 02
09:47 2022

ରାଜନଗର,୨/୧: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡ଼ିକରେ କୁମ୍ଭୀରମାନଙ୍କର ଗଣନା କରାଯିବ।
କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୨ ତାରିଖରୁ ୧୧ ତାରିଖ ଯାଏ ୧୦ ଦିନ ଧରି କୁମ୍ଭୀରମାନଙ୍କ ଗଣନା କରାଯିବ।
୧୦ଦିନ ଧରି ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୧୨ରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ।
ଭିତରକନିକାରେ ଜାନୁଆରି ୨୦୨୧ରେ ହୋଇଥିବା ଗଣନା ଅନୁସାରେ ୧୭୬୮ ବଉଳା କୁମ୍ଭୀର ଅଛନ୍ତି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930