Indus Valley Times

ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟାଳୟରେ ଧାରଣା ଦେବ କଂଗ୍ରେସ

 Breaking News

ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟାଳୟରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟାଳୟରେ ଧାରଣା ଦେବ କଂଗ୍ରେସ
August 18
19:16 2025

ଭୁବନେଶ୍ୱର,୧୮/୮: ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ। ଭୋଟ ଚୋରି ଅଭିଯୋଗରେ କଂଗ୍ରେସର ଚଇଉ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ଭବନରୁ ବାହାରି ନିର୍ବାଚନ କମିଶନ ଯାଏଁ ପଦଯାତ୍ରାରେ ଯିବେ। ରାଜ୍ୟ ପ୍ରଭାରୀ ଅଜୟ ଲଲୁ ଓ ପିସିସି ସଭାପତି ଭକ୍ତ ଦାସ ଏନେଇ ସୂଚନା ଦେଇଛନ୍ତି ।
ଗତ ୭ ତାରିଖରେ ରାହୁଲ ନୂଆଦିଲ୍ଲୀରେ ଏକ ଖବରଦାତା ସମ୍ମିଳନୀରେ କହିଥିଲେ, କର୍ନାଟକର ମହାଦେବପୁରା ନିର୍ବାଚନ ମଣ୍ଡଳରେ ବ୍ୟାପକ ଭୋଟ ଚୋରି ହୋଇଥିଲା। ନକଲି ନାମ, ଜାଲ ଠିକଣା ସମେତ ଗୋଟିଏ ଠିକଣାରେ ଏକାଧିକ ନାମ ପଞ୍ଜୀକରଣ ଜରିଆରେ ଲକ୍ଷାଧିକ ଭୋଟ ଚୋରି ହୋଇଥିବା ସେ ଅଭିଯୋଗ କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031