Indus Valley Times

ଆସିଲା ତୃତୀୟ କିସ୍ତି ସୁଭଦ୍ରା ଟଙ୍କା; ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ

 Breaking News

ଆସିଲା ତୃତୀୟ କିସ୍ତି ସୁଭଦ୍ରା ଟଙ୍କା; ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ

ଆସିଲା ତୃତୀୟ କିସ୍ତି ସୁଭଦ୍ରା ଟଙ୍କା; ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
August 09
14:32 2025

ଭୁବନେଶ୍ୱର,୯/୮: ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା।
ଗୋଟିଏ ବଟନ୍ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031