Indus Valley Times

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଏସିଏଫଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

 Breaking News

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଏସିଏଫଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଏସିଏଫଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
December 06
11:09 2024

ସମ୍ବଲପୁର, ୬/୧୨ : ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ACF । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ACF ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଇଉୠଙ୍କ ସମ୍ବଲପୁର ଓ ବରଗଡ଼ରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି।
ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ କରାଯାଇଛି। ACF ଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ ଯାଞ୍ଚ କରାଯାଇଛି।
ACF ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031