Indus Valley Times

ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା

 Breaking News

ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା

ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା
October 12
18:36 2020

ଭୁବନେଶ୍ୱର ୧୨।୧୦ : ରାଜ୍ୟରେ ଦୁଇଟି ଉପନିର୍ବାଚନ ବାଲେଶ୍ୱର ସଦର ଓ ଜଗତସିଂହପୁର ତିର୍ତ୍ତୋଲ ପାଇଁ ସୋମବାର ଦିନ ବିଜେଡି ପ୍ରାର୍ଥୀ ଘୋଷଣା କରିଛି ।
ବାଲେଶ୍ୱର ସଦରରୁ ସ୍ୱରୁପ କୁମାର ଦାସ ଓ ତିର୍ତ୍ତୋଲ ଆସନରୁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେଡି । ଆସନ୍ତା ନଭେମ୍ବର ୩ରେ ଏହି ୨ଟି ଆସନ ପାଇଁ ଭୋଟ ଗ୍ରହଣ କରାଯିବ ।
ତିର୍ତୋଲରୁ ବିଜେଡି ପକ୍ଷରୁ ଘୋଷଣା ହୋଇଥିବା ପ୍ରାର୍ଥୀ ପୂର୍ବତନ ମନ୍ତ୍ରୀ ବିଷ୍ଣୁଦାସଙ୍କ ପୁଅ ବିଜୟ ଶଙ୍କର ଦାସ । ସେହିପରି ବାଲେଶ୍ୱର ସଦର ଆସନରୁ ଉପନିର୍ବାଚନ ପାଇଁ ଘୋଷଣା ହୋଇଥିବା ପ୍ରାର୍ଥୀ ସ୍ୱରୁପ ଦାସ , ପୂର୍ବରୁ ସେ ବାଲେଶ୍ୱରର କାଉନସିଲର ଭାବେ କାର‌୍ୟ୍ୟ କରିଆସିଛନ୍ତି । ସେ ଜଣେ ଟାଣୁଆ ନେତା ଭାବେ ପରିଚିତ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031