Indus Valley Times

ଏମକେସିଜି ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

 Breaking News

ଏମକେସିଜି ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

ଏମକେସିଜି ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
February 02
10:53 2023

ବ୍ରହ୍ମପୁର,୨/୨: ବିଳମ୍ବିତ ରାତିରେ ବ୍ରହ୍ମପୁରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏମକେସିଜି ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା। ଏଠାରେ ସ୍କୁଟି-କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ଏହାଫଳରେ ଘଟଣାସ୍ଥଳରେ ହିଁ ଦୁଇଜଣଙ୍କର ମୃତ୍ୟୁ ଘଟିଥିଲା।
ସ୍କୁଟିରେ ବସିଥିବା ଦୁଇ ମୃତକ ହେଲେ ଆଙ୍କୁଲି ନିଗମ ନଗର ଅଞ୍ଚଳର କୁନୁ ଓ ତାଙ୍କ ମାଆ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

About Author

indadmin

indadmin

Related Articles

Archives

Calendar

November 2024
M T W T F S S
 123
45678910
11121314151617
18192021222324
252627282930