Indus Valley Times

ଓଡ଼ଗାଁ ବ୍ଲକର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

 Breaking News

ଓଡ଼ଗାଁ ବ୍ଲକର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

ଓଡ଼ଗାଁ ବ୍ଲକର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ
September 13
18:46 2021

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼, ୧୩/୯ : ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଓଡ଼ଗାଁ ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ।
ବିଭିନ୍ନ ପଞ୍ଚାୟତ ରେ ପାନୀୟଜଳ ଯୋଗାଣ ସୁବିଧା ରେ ଉପଲବ୍ଧି କରାଇବା, ବିଭିନ୍ନ ମନ୍ଦିରର ଉନ୍ନତି କରଣ ଏବଂ ବିକାଶ, ମଡେଲ ସ୍କୁଲର ଅଗ୍ରଗତି, ସ୍ବାସ୍ଥ୍ୟ କେନ୍ଦ୍ରର ବ୍ୟବସ୍ଥା ସମ୍ପର୍କରେ , ବିଶେଷକରି ଆବାସ ଯୋଜନା ରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀ ମାନଙ୍କ ସହିତ ଆଲୋଚନା କରିବା ସହିତ ଏହାର ସମାଧାନ କରିବା ନିମନ୍ତେ ବିଭାଗୀୟ କତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031