Indus Valley Times

ଓଲଟିଲା ପିକ୍ଅପ୍ ଭ୍ୟାନ୍;୨ଦଣ୍ଡୁଆ ମୃତ, ୧୭ ଆହତ

 Breaking News

ଓଲଟିଲା ପିକ୍ଅପ୍ ଭ୍ୟାନ୍;୨ଦଣ୍ଡୁଆ ମୃତ, ୧୭ ଆହତ

ଓଲଟିଲା ପିକ୍ଅପ୍ ଭ୍ୟାନ୍;୨ଦଣ୍ଡୁଆ ମୃତ, ୧୭ ଆହତ
April 06
09:19 2024

ବ୍ରହ୍ମପୁର, ୬/୪: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଛକରେ ଆଜି ଭୋରରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଦଣ୍ଡୁଆଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହୋଇ ରାସ୍ତାକଡ଼କୁ ଓଲଟି ପଡ଼ିବାର ୨ଜଣ ଦଣ୍ଡୁଆଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି।
ଗଞ୍ଜାମ ଜିଲ୍ଲା ହିଞ୍ଜିଳିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଦଣ୍ଡୁଆଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ ଓଲଟି ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କାଟାପନ୍ନ ରହିଛି। ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ମୁତାବକ, ଦୁଇଟି ପିକଅପ୍ ଭ୍ୟାନରେ ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରୀ ବ୍ରହ୍ମପୁରକୁ ଯାଉଥିବା ବେଳେ ହିଞ୍ଜିଳି ଥାନା ଅନ୍ତର୍ଗତ ସାରୁ ନିକଟରେ ଦୁର୍ଘଟଘା ଘଟିଥିଲା। ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031