Indus Valley Times

ଓଲିଉଡ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ

 Breaking News

ଓଲିଉଡ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ

November 08
12:47 2025

ଭୁବନେଶ୍ବର,୮/୧୧ : ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ ନାଳକୁ ଖସିପଡ଼ଛି କାର୍ ।
କଳାଝରି ନିକଟ ଦୟା ୱେଷ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031