Indus Valley Times

ଓଡ଼ିଶାରେ ଆଉ ୧୩୪୧ଜଣ କରୋନର ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୮୭୯୬ କୁ ବୃଦ୍ଧି

 Breaking News

ଓଡ଼ିଶାରେ ଆଉ ୧୩୪୧ଜଣ କରୋନର ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୮୭୯୬ କୁ ବୃଦ୍ଧି

ଓଡ଼ିଶାରେ ଆଉ ୧୩୪୧ଜଣ କରୋନର ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୮୭୯୬ କୁ ବୃଦ୍ଧି
August 11
17:05 2020

ଭୁବନେଶ୍ୱର ୧୧।୮ : ରାଜ୍ୟରେ ଆଉ ୧୩୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୭୯୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୫୪ଜଣ, ବରଗଡ଼ ଜିଲ୍ଲାରୁ ୫୬ଜଣ, ଭଦ୍ରକ ଜିଲ୍ଲାରୁ ୮୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୭୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ୨୦ଝଣ, ଗଞ୍ଜାମ ଜିଲ୍ଲାରୁ ୨୨୭ଜଣ, ଗଜତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୫୭ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031