Indus Valley Times

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

 Breaking News

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ
May 02
12:11 2024

ବଲାଙ୍ଗୀର, ୨/୫: ଗୁରୁବାର ବଲାଙ୍ଗୀରର କଣ୍ଟାବାଞ୍ଜି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିଛନ୍ତି ।
ଗଞ୍ଜାମର ହିଞ୍ଜିଳି ବିଧାନସଭା ଆସନ ପରେ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିଛନ୍ତି।
ଶୋଭାଯାତ୍ରାରେ ଟିଟଲାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031