Indus Valley Times

କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ

 Breaking News

କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ

କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ
February 15
19:31 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୫/୨ : କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଅପରାହ୍ନ ରେ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।
ଗତ କାଲି ଅପରାହ୍ନ ସମୟରେ ଜିଲ୍ଲାପାଳ ଶ୍ରୀ ପଣ୍ଡା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲସାଗୋରା, ଖଟଖଟିଆ , ମନମୁଣ୍ଡା, କୁରୁମ ପଦର ଆଦି ଧାନ କ୍ରୟ ମଣ୍ଡି ପରିଦର୍ଶନ କରି ଧାନକ୍ରୟ ପ୍ରକ୍ରିୟା ଉପରେ ସମୀକ୍ଷା କରିଥିଲେ ।
ଜିଲ୍ଲାପାଳଙ୍କ ସହ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ ଏବଂ ଅନ୍ୟ ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031