Indus Valley Times

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୭୭୮ ନୂଆ ପଜିଟିଭ୍ ଚିହ୍ନଟ

 Breaking News

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୭୭୮ ନୂଆ ପଜିଟିଭ୍ ଚିହ୍ନଟ

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୭୭୮ ନୂଆ ପଜିଟିଭ୍ ଚିହ୍ନଟ
November 21
12:22 2020

ଭୁବନେଶ୍ବର ୨୧।୧୧: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖା ।ଶନିବାର ଦିନ ୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୩୨୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬୧ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରେ ୪୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ, ଷ୍ଟେଟ ପୁଲ୍ରୁ ୧୩ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031