Indus Valley Times

କର୍ମଜୀବୀ ମହିଳାଙ୍କ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ଛୁଟି

 Breaking News

କର୍ମଜୀବୀ ମହିଳାଙ୍କ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ଛୁଟି

August 15
13:21 2024

କଟକ, ୧୫/୮ : ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିଛନ୍ତି ଏହି ବଡ଼ ଘୋଷଣା। ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031