Indus Valley Times

କାର୍ ଦୁର୍ଘଟଣାଗ୍ରସ୍ତ; ବାପା ଓ ଝିଅ ମୃତ

 Breaking News

କାର୍ ଦୁର୍ଘଟଣାଗ୍ରସ୍ତ; ବାପା ଓ ଝିଅ ମୃତ

କାର୍ ଦୁର୍ଘଟଣାଗ୍ରସ୍ତ; ବାପା ଓ ଝିଅ ମୃତ
April 14
15:01 2024

ଭଣ୍ଡାରିପୋଖରୀ, ୧୪/୪: ଭଦ୍ରକ ଜିଲ୍ଲା ଥାନା ଦେଇ ଯାଇଥିବା ୧୬ନଂ ଜାତୀୟ ରାଜପଥର ଆଖୁଆପଦା ଯଶୋଟିକିରି ନିକଟରେ ରାଜପଥ ଡିଭାଇଡର ଉପରେ ଚଢ଼ିଗଲା କାର।
ଏଥିରେ ୫ବର୍ଷର ଶିଶୁ କନ୍ୟା ସହିତ ଦୁଇ ଜଣଙ୍କର ଶୋଚନୀୟ ମୃତ୍ୟୁ। ଗାଡ଼ିରେ ଥିବା ଅନ୍ୟ ୩ଜଣ ଗୁରୁତରଙ୍କ ମଧ୍ୟରୁ ସମସ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ଜଣାପଡ଼ିଛି।
ମଧ୍ୟପ୍ରଦେଶ ଅଞ୍ଚଳର ବାସିନ୍ଦା ଜଗନ୍ନାଥ ଦର୍ଶନ ସାରି ଫେରିବା ବେଳେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟା ସମୟରେ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି।ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୁଲିସ ପହଞ୍ଚି ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

April 2024
M T W T F S S
1234567
891011121314
15161718192021
22232425262728
2930