Indus Valley Times

କେନ୍ଦ୍ରାପଡ଼ା : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ ଛାତ୍ର

 Breaking News

କେନ୍ଦ୍ରାପଡ଼ା : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ ଛାତ୍ର

କେନ୍ଦ୍ରାପଡ଼ା : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ ଛାତ୍ର
November 02
11:27 2022

ମାର୍ଶାଘାଇ ,୨।୧୧ : କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅଞ୍ଚଳରେ ଅଘଟଣ । ଏକ ଘରୋଇ କୋଚିଂ ସେଣ୍ଟରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ର ମୃତ । ମୃତକ ମହାକାଳପଡ଼ା ବ୍ଲକ ବଡ଼କୂଳ ପଞ୍ଚାୟତ ଗୋପୀନାଥପୁର ଗାଁ କୁଞ୍ଜବିହାରୀ ଦାସଙ୍କ ପୁଅ ଦେବୀପ୍ରସାଦ ଦାସ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଛାତ୍ର ଜଣଙ୍କ କୌଣସି କାରଣରୁ ଛାତ ବାଲକୋନୀକୁ ଯାଇଥିଲେ । ସେଠାରେ ୩ରୁ ୪ ଫୁଟ୍ ଦୂରରେ ଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ତୁରନ୍ତ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30