Indus Valley Times

କୋରାପୁଟରେ ୨ଜଣ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ

 Breaking News

କୋରାପୁଟରେ ୨ଜଣ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ

କୋରାପୁଟରେ ୨ଜଣ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ
June 28
18:12 2024

କୋରାପୁଟ,୨୮/୬: ଡିପ୍ଥେରିଆ, ଜଣ୍ଡିସ୍ ପରେ ରାଜ୍ୟରେ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବିନ୍ଧାର କାରଣ ହୋଇଛି। ଶୁକ୍ରବାର କୋରାପୁଟ ଜିଲା ପଡ଼େଇଗୁଡ଼ା ଗାଁରେ ୨ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଡିଏମ୍ଓଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ମେଡିକାଲ ଟିମ୍ ପକ୍ଷରୁ ୬ ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ଆନ୍ଥ୍ରାକ୍ସରେ ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି।
୨ ଆକ୍ରାନ୍ତଙ୍କୁ ଆଇସୋଲେଶନରେ ରହିବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031