Indus Valley Times

ଖୁବ୍ ଶିଘ୍ର ଓଡ଼ିଶାରେ ଆଉ ୧୨ଟି ନୂଆ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ

 Breaking News

ଖୁବ୍ ଶିଘ୍ର ଓଡ଼ିଶାରେ ଆଉ ୧୨ଟି ନୂଆ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ

July 25
18:19 2022

ଭୁବନେଶ୍ବର,୨୫/୭: ଓଡ଼ିଶାରେ ଆଉ ୧୨ଟି ନୂଆ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ପ୍ରତିଷ୍ଠା ହେବାକୁ ଯାଉଥିବା କାରଖାନା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୩ ଟି ରହିଥିବା ବେଳେ ଯାଜପୁରରେ ରହିଛି ୨ ଟି କାରଖାନା ପ୍ରତିଷ୍ଠା ହେବ। ସେହିପରି ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି।
ରାଜ୍ୟରେ ବର୍ତ୍ତମାନ ୫୧ ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକର ବାର୍ଷିକ ଉତ୍ପାଦନ ୩୩.୧୨ ରହିଛି। ଏ ନେଇ ବିଧାନସଭାରେ ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନ ରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଲିଖିତ ଉତ୍ତର ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031