Indus Valley Times

ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ

 Breaking News

ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ

ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ
June 16
12:09 2025

ପୁରୀ,୧୬/୬: ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ହୋଇଯାଇଛି। ଏକ ଘରୋଇ ହସ୍ପିଟାଲରେ ମାତ୍ର ୬୭ ବର୍ଷ ବୟସରେ ରବିବାର ବିଳମ୍ବିତ ରାତିରେ ତାଙ୍କର ପରୋଲୋକ ହୋଇଛି।
ସୂଚନା ଅନୁଯାୟୀ, ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଥିଲା। ତାଙ୍କୁ ଏକ ଘରୋଇ ହସ୍ପଟିଲାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିଲା।
ଶେଷରେ ରବିବାର ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ବର୍ଗତଃ ରଣାର୍ଣ୍ଣବ ଦେବଙ୍କ ଅନ୍ତିମ ସଂସ୍କାର ରାଜକୀୟ ପରମ୍ପରାରେ ସମ୍ପର୍ଣ୍ଣ କରାଯିବ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031