Indus Valley Times

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

 Breaking News

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ
April 27
13:46 2025

ବେଗୁନିଆପଡା,୨୭/୪ : ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ ଶତ୍ରୁତାରୁ ସେମାନଙ୍କୁ ପିଟିପିଟି ହତ୍ୟା କରିବା ପରେ ଜାଳି ଦେବାକୁ ଚେଷ୍ଟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ଦୁଇ ଭାଇ ସୁମୁଣ୍ଡଳ ଗାଁର ସଞ୍ଜୟ ବାରିକ(ବଡ) ଓ ଅଜୟ ବାରିକ(ସାନ)। ଘଟଣା ସ୍ଥଳରେ ବେଗୁନିଆପଡ଼ା ପୋଲିସ, ପୁରୁଷୋତ୍ତମପୁର ଏସଡିପିଓ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ କରିଛି।
ସୂଚନାନୁଯାୟୀ, ଆଜି ସକାଳେ ୨ଟି ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦିଆଯାଇଥିଲା। ଘଟଣା ସ୍ଥଳରେ ବେଗୁନିଆପଡ଼ା ପୋଲିସ, ପୁରୁଷୋତ୍ତମପୁର ଏସ୍‌ଡିପିଓ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ୍‌କୁ ଅପେକ୍ଷା କରାଯାଇଛି। ପରେ ଘଟଣା ସଂପର୍କରେ ସ୍ପଷ୍ଟ ସୂଚନା ମିଳିବ ବୋଲି ପୋଲିସ କହିଛି । ତେବେ ୨ ଭାଇଙ୍କ ନାମରେ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031