Indus Valley Times

ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୬ ଜଣ ସୁସ୍ଥ

 Breaking News

ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୬ ଜଣ ସୁସ୍ଥ

ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୬ ଜଣ ସୁସ୍ଥ
July 13
20:22 2021

ଭୁବନେଶ୍ବର,୧୩/୭ : ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୨୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୬ଜଣ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।
ଆଜି ଚିହ୍ନଟ ହୋଇଥିବା ୨୯୫ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୫୩ଜଣ ଥିବା ବେଳେ ୨୪୨ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି।
ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ୯୪୨୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୯୨୬୧୭ଜଣ କରୋନା ଆକ୍ରାନ୍ତ ଏଯାବତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ମାମଲା ୧୧୦୩ ରହିଛି। କରୋନାରେ ଆକ୍ରାନ୍ତ ହୋଇ ୫୩୨ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031