Indus Valley Times

ଗତ ୨୪ ଘଣ୍ଟାରେ ୨୯୧୭ ଜଣ ଦୈନିକ କରୋନା ପଜିଟିଭ ଚିହ୍ନଟ , ଖୋର୍ଦ୍ଧାଜିଲ୍ଲାରେ ସର୍ବାଧିକ ୫୪୯ ଜଣ

 Breaking News

ଗତ ୨୪ ଘଣ୍ଟାରେ ୨୯୧୭ ଜଣ ଦୈନିକ କରୋନା ପଜିଟିଭ ଚିହ୍ନଟ , ଖୋର୍ଦ୍ଧାଜିଲ୍ଲାରେ ସର୍ବାଧିକ ୫୪୯ ଜଣ

July 03
08:59 2021

ଭୁବନେଶ୍ୱର ୩/୭ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୪୦ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୯ଜଣ, ଯାଜପୁର ଜିଲ୍ଲାରୁ ୨୧୮ଜଣ, ଝାରସୁଗୁଡା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪୯ଜଣ, କୋରାପୁଟ ଜିଲ୍ଲାରୁ ୫୫ଜଣ, ମାଲକାନଗିରି ଜିଲ୍ଲାରୁ ୫୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୯୬ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୮ଜଣ, ଷ୍ଟେଟ ପୁଲ୍ରୁ ୧୦୧ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031