Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୦୮୭ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୮୪

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୦୮୭ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୮୪

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୦୮୭ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୮୪
July 01
09:38 2021

ଭୁବନେଶ୍ୱର, ୧/୭ : ରାଜ୍ୟରେ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩,୦୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୭୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୧୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୫୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୮ଜଣ, ବାଲେଶ୍ୱରରୁ ୨୪୬ଜଣ, ବରଗଡ଼ରୁ ୪୬ ଜଣ, ଭଦ୍ରକରୁ ୧୪୫ଜଣ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୩୫ଜଣ, କଟକରୁ ୪୬୨ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୯୫ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୨୨ ଜଣ, ଜଗତସିଂହପୁରରୁ ୬୦ ଜଣ, ଯାଜପୁରରୁ ୨୦୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୧୭ ଜଣ, କନ୍ଧମାଳରୁ ୨୮ ଜଣ, କେନ୍ଦ୍ରାପଡ଼ାରୁ ୭୦ଜଣ, କେଉଁଝରରୁ ୭୨ଜଣ, ଖୋର୍ଦ୍ଧାରୁ ୫୮୪ ଜଣ, କୋରାପୁଟରୁ ୭୭ଜଣ, ମାଲକାନଗିରିରୁ ୮୪ଜଣ, ମୟୁରଭଞ୍ଜରୁ ୧୫୪ଜଣ, ନବରଙ୍ଗପୁରରୁ ୩୫ ଜଣ, ନୟାଗଡ଼ରୁ ୧୧୦ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୧୮୯ଜଣ, ରାୟଗଡ଼ାରୁ ୨୧ଜଣ, ସମ୍ୱଲପୁରରୁ ୩୧ଜଣ, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଓ ଷ୍ଟେଟ ପୁଲରୁ ୯୭ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031